ସାପୁଆ ନଦୀରେ ଭାସୁଥିଲା ଯୁବକଙ୍କ ମୃତଦେହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 17, 2020

ସାପୁଆ ନଦୀରେ ଭାସୁଥିଲା ଯୁବକଙ୍କ ମୃତଦେହ

ଆଠଗଡ଼ (ନୀଳକଣ୍ଠ ଦୋରା): କଟକ ଜିଲ୍ଲା ଆଠଗଡ ଥାନା ଅନ୍ତର୍ଗତ କନ୍ତୋଲ ସାପୁଆ ନଦୀରେ ଭାସୁଥିବା ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ପରିଚୟ ମିଳିନାହିଁ।

ମିଳିଥିବା ସୂଚନା ଅନୁସାରେ, ଗତକାଲି ଯୁବକଙ୍କ ମୃତଦେହ ପାଣିରେ ଭାସୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍ ଓ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଆଠଗଡ଼ ଡାକ୍ତରଖାନାକୁ ପଠାଇଛନ୍ତି । ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୁଲିସ୍‌ ଘଟଣାର ତଦନ୍ତ କରୁଛି। ତେବେ ଯୁବକଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।



from Odisha Reporter https://ift.tt/3fATTgN

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages