ଗଞ୍ଜାମରେ ୩ କରୋନା ଯୋଦ୍ଧା କରୋନାରେ ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, June 13, 2020

ଗଞ୍ଜାମରେ ୩ କରୋନା ଯୋଦ୍ଧା କରୋନାରେ ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲାରେ ଆଉ ୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ତିନି ଜଣ ହେଉଛନ୍ତି କରୋନା ଯୋଦ୍ଧା। ଗଞ୍ଜାମ ଜିଲ୍ଲାପାଳ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି।

ଏଥିରେ ଲେଖା ହୋଇଛି- ଜୁନ୍ ୧୩ ତାରିଖରେ ମୋଟ ୪ଟି ପଜିଟିଭ୍ କେସ୍ ଚିହ୍ନଟ ହୋଇଛି। ସେମାନଙ୍କ ମଧ୍ୟରୁ ୩ ଜଣ କରୋନା ଯୋଦ୍ଧା। ଏହି କରୋନା ଯୋଦ୍ଧାଙ୍କ ମଧ୍ୟରୁ ୨ ଜଣ ଚିକିଟିର ହୋଇଥିବା ବେଳେ ଜଣେ ସେରଗଡ଼ର। ଏମାନେ ସମସ୍ତେ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ। ସେହିପରି ଚିହ୍ନଟ ହୋଇଥିବା ଅନ୍ୟ ଜଣେ କରୋନା ଆକ୍ରାନ୍ତ ସାନଖେମୁଣ୍ଡି ବ୍ଲକ୍‌ର। ସେବି କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ।


ସୂଚନାଯୋଗ୍ୟ, ଗତକାଲି ରାଜ୍ୟରେ ୧୨୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଡାକ୍ତରଖାନାରୁ ଡିସ୍‌ଚାର୍ଜ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ୩୩ ଜଣ ଥିଲେ।



from Odisha Reporter https://ift.tt/3e1yQ6P

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages