ଆଖି ବୁଜିଲେ କରୋନା ଆକ୍ରାନ୍ତ; ମୃତ୍ୟୁ ସଂଖ୍ୟା ୮ ଛୁଇଁଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, June 4, 2020

ଆଖି ବୁଜିଲେ କରୋନା ଆକ୍ରାନ୍ତ; ମୃତ୍ୟୁ ସଂଖ୍ୟା ୮ ଛୁଇଁଲା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  କରୋନାରେ ଆକ୍ରାନ୍ତ ହୋଇଥିବା ଖୋର୍ଦ୍ଧା ଜିଲ୍ଲାର ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ଜଣାଯାଇଛି।  ରାଜ୍ୟରେ ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇ ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେ ଏହି ସଂଖ୍ୟା ୮ ଛୁଇଁଛି।

ମୃତକ ଖୋର୍ଦ୍ଧା ଜିଲ୍ଲାର ୬୩ ବର୍ଷୀୟ ବ୍ୟକ୍ତି ବୋଲି ସୂଚନା ମିଳିଛି। ସେ ପୂର୍ବରୁ ଡାଇବେଟିସ ସମେତ ବିଭିନ୍ନ ରୋଗରେ ପୀଡ଼ିତ ଥିବା ଜଣାଯାଇଛି।  ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି  ସୂଚନା ଦିଆଯାଇଛି।



from Odisha Reporter https://ift.tt/3eMJez2

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages