ବିଧାୟକଙ୍କ PSOଙ୍କ ଆତ୍ମହତ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 17, 2020

ବିଧାୟକଙ୍କ PSOଙ୍କ ଆତ୍ମହତ୍ୟା

ବଣାଇ(ରଣଜିତ ଚୌଧୁରୀ): ସୁନ୍ଦରଗଡ଼ ଜିଲ୍ଲା ବଣାଇ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କ  PSO ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ନିଜ ସର୍ଭିସ ରିଭରଭଲରୁ ଗୁଳି କରି PSO ଡମ୍ବରୁ ସାହୁ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ଜଣା ପଡ଼ିଥିବା ବେଳେ ଏହାର କାରଣ ଅସ୍ପଷ୍ଟ ରହିଛି।

ବଣାଇ ଆଇଆଇସିଙ୍କ ତରଫରୁ ମିଳିଥିବା ସୂଚନା ଅନୁଯାୟୀ,  ଡମ୍ବରୁ କୁର୍ଡାସ୍ଥିତ ନିଜ ବାସଭବନରେ  ନିଜ ସର୍ଭିସ ରିଭରଭଲରୁ ଗୁଳି କରି ଆତ୍ମହତ୍ୟା କରି ଥିବା ସୂଚନା ମିଳିଛି। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରିଛି। ହେଲେ ସେ କ’ଣ ପାଇଁ ଏପରି  ଚରମ ପଦକ୍ଷେପ ନେଲେ ସେ ସମ୍ପର୍କରେ କିଛି ଜଣାପଡ଼ି ନାହିଁ।



from Odisha Reporter https://ift.tt/3hBsNrH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages