ରାଧାରାଣୀ ପଣ୍ଡା ଗୁରୁତର ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 5, 2020

ରାଧାରାଣୀ ପଣ୍ଡା ଗୁରୁତର ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବ୍ରଜରାଜନଗରର ପୂର୍ବତନ ବିଧାୟିକା ତଥା ବିଜେପି ନେତ୍ରୀ ରାଧାରାଣୀ ପଣ୍ଡା ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି। ତାଙ୍କୁ ବରଗଡ଼ର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୀର୍ଘ ଦିନରୁ ଡାଇବେଟିସ ଓ ଶ୍ୱାସଜନିତ ରୋଗରେ ପୀଡ଼ିତ ଅଛନ୍ତି ରାଧାରାଣୀ।

ଶନିବାର ସ୍ୱାସ୍ଥ୍ୟବସ୍ଥା ଜଟିଳ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ସଂପର୍କୀୟ କହିଛନ୍ତି । ରାଧାରାଣୀଙ୍କ ଅସୁସ୍ଥତା ଖବର ପାଇ  ସମର୍ଥକ ଓ ଶୁଭେଚ୍ଛୁ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି  । ୨୦୧୪ରେ ବିଜେପି ଟିକଟରେ ବ୍ରଜରାଜନଗରରୁ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ ରାଧାରାଣୀ ପଣ୍ଡା । ୨୦୧୯ରେ କିନ୍ତୁ ସେ ପରାଜିତ ହୋଇଥିଲେ ।

The post ରାଧାରାଣୀ ପଣ୍ଡା ଗୁରୁତର ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି appeared first on Odisha Reporter.



from Odisha Reporter https://ift.tt/2VNoP6b

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages