ବିଏମ୍‌ସିର ୩ କର୍ମଚାରୀଙ୍କୁ କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, July 4, 2020

ବିଏମ୍‌ସିର ୩ କର୍ମଚାରୀଙ୍କୁ କରୋନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ୩ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣ ଇଞ୍ଜିନିୟର ଓ ଜଣେ ଡ୍ରାଇଭର ଅଛନ୍ତି। ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ଏହି ସୂଚନା ଦେଇଛନ୍ତି।

୩ କରୋନା ଆକ୍ରାନ୍ତ ଚିହ୍ନଟ ପରେ ବିଏମ୍‌ସିର ଇଞ୍ଜିନିୟରିଂ ବିଭାଗ ସିଲ୍ କରି ଆଯାଇଛି। ଏଥିସହ ବିଭାଗର ସମସ୍ତ କର୍ମଚାରୀଙ୍କୁ ହୋମ୍ କ୍ୱାରେଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଏହି ୩ ଆକ୍ରାନ୍ତଙ୍କର ଟ୍ରାଭେଲ୍ ହିଷ୍ଟ୍ରି ରହିଥିବା ଜଣାପଡ଼ିଛି। ତେବେ ସେମାନେ କେବଳ ଅନ୍ୟ ଜିଲ୍ଲାକୁ ଯାଇଥିଲେ।

 

The post ବିଏମ୍‌ସିର ୩ କର୍ମଚାରୀଙ୍କୁ କରୋନା appeared first on Odisha Reporter.



from Odisha Reporter https://ift.tt/3iv59NT

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages