୨୩ଟି ଜିଲ୍ଲାରୁ ୪୯୪ ଆକ୍ରାନ୍ତ ଚିହ୍ନଟ, ୧୫ ହଜାର ଟପିଲା ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 15, 2020

୨୩ଟି ଜିଲ୍ଲାରୁ ୪୯୪ ଆକ୍ରାନ୍ତ ଚିହ୍ନଟ, ୧୫ ହଜାର ଟପିଲା ସଂଖ୍ୟା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ୨୩ଟି ଜିଲ୍ଲାରୁ ୪୯୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୨୨ କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଥିବା ବେଳେ ୧୭୨ ହେଉଛି ଲୋକାଲ କେସ୍‌। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଗଞ୍ଜାମ ଜିଲ୍ଲାରୁ ୨୪୬ ଆକ୍ରାନ୍ତ, ଜଗତସିଂହପୁର,ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ୱର ଜିଲ୍ଲାରୁ ୨୧, ଭଦ୍ରକ ଜିଲ୍ଲାରୁ ୭, ବଲାଙ୍ଗିରରୁ ୩, ବୌଦ୍ଧରୁ ୨, କଟକ ଜିଲ୍ଲାରୁ ୩୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଯାଜପୁର ଜିଲ୍ଲାରୁ ୧୫, କଳାହାଣ୍ଡି ଜିଲ୍ଲାରୁ ୨,କେନ୍ଦ୍ରାପଡ଼ାରୁ ୧୧, କେନ୍ଦୁଝର ଜିଲ୍ଲାରୁ ୧୦, ଖୋର୍ଦ୍ଧା ଜିଲ୍ଲାରୁ ୬୪, ମାଲକାନଗିରି, କୋରାପୁଟରୁ ୪, ମୟୂରଭଞ୍ଜ ଜିଲ୍ଲାରୁ ୧୪, ନବରଙ୍ଗପୁରରୁ ୪, ନୟାଗଡ଼ ଜିଲ୍ଲାରୁ ୧୬, ନୂଆପଡ଼ା ଜିଲ୍ଲାରୁ ୯, ପୁରୀରୁ ୭, ରାୟଗଡ଼ାରୁ ୧, ସମ୍ବଲପୁରରୁ ୪, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫, ୩୯୨ରେ ପହଞ୍ଚିଥିବା ବେଳେ ୧୨,୪୭୬ ଜଣ ସୁସ୍ଥ ହୋଇ ସାରିଲେଣି। ରାଜ୍ୟରେ ୪୮୧୩ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।

The post ୨୩ଟି ଜିଲ୍ଲାରୁ ୪୯୪ ଆକ୍ରାନ୍ତ ଚିହ୍ନଟ, ୧୫ ହଜାର ଟପିଲା ସଂଖ୍ୟା appeared first on Odisha Reporter.



from Odisha Reporter https://ift.tt/3h2QMih

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages