ରାଜ୍ୟରେ କରୋନା ନେଲା ଆଉ ୫ ମୁଣ୍ଡ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, July 28, 2020

ରାଜ୍ୟରେ କରୋନା ନେଲା ଆଉ ୫ ମୁଣ୍ଡ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୫ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୯ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗଞ୍ଜାମ, ବାଲେଶ୍ୱର, କନ୍ଧମାଳ, ମାଲକାନଗିରି ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତ କରୋନାରେ ଆଖି ବୁଜିଥିବା ଜଣାଯାଇଛି।

The post ରାଜ୍ୟରେ କରୋନା ନେଲା ଆଉ ୫ ମୁଣ୍ଡ appeared first on Odisha Reporter.



from Odisha Reporter https://ift.tt/2P3Fxuj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages