କରୋନା ଆଖି ବୁଜିଲେ ୬, ମୃତ୍ୟୁ ସଂଖ୍ୟା ଛୁଇଁଲା ୧୨୦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, July 23, 2020

କରୋନା ଆଖି ବୁଜିଲେ ୬, ମୃତ୍ୟୁ ସଂଖ୍ୟା ଛୁଇଁଲା ୧୨୦

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୬ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା  ୧୨୦ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାର ୩, ଗଜପତିରୁ ଜଣେ ଭଦ୍ରକରୁ ଜଣେ, ରାୟଗଡ଼ାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

The post କରୋନା ଆଖି ବୁଜିଲେ ୬, ମୃତ୍ୟୁ ସଂଖ୍ୟା ଛୁଇଁଲା ୧୨୦ appeared first on Odisha Reporter.



from Odisha Reporter https://ift.tt/2WPu0mD

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages