ଆଜି ଛତିଶା ନିଯୋଗ ଓ ପରିଚାଳନା କମିଟି ବୈଠକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, July 6, 2020

ଆଜି ଛତିଶା ନିଯୋଗ ଓ ପରିଚାଳନା କମିଟି ବୈଠକ

ପୁରୀ (ଓଡ଼ିଶା ରିପୋର୍ଟର): ଆଜି ବସିବ ଛତିଶା ନିଯୋଗ ଏବଂ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ। ସନ୍ଧ୍ୟା ୬ଟାରେ ନୀଳାଦ୍ରି ଭକ୍ତ ନିବାସ ପରିସରରେ ଏକ ସଙ୍ଗେ ବୈଠକ କରାଯିବ। ଚଳିତ ରଥଯାତ୍ରାରେ କଣ ସବୁ ତ୍ରୁଟି ବିଚ୍ୟୁତି ରହିଲା, ଅଣସେବକ ରଥ ଉପରେ ଚଢିବା ଏବଂ ସେବାୟତଙ୍କ କୋଭିଡ୍ ଟେଷ୍ଟ କରାଯିବା ପ୍ରସଙ୍ଗ ଉପରେ ଆଲୋଚନା ପର୍ଯ୍ୟାଲୋଚନା ହେବ।

ଆସନ୍ତା ୧୦ ତାରିଖରୁ ୧୪ ତାରିଖ ଭିତରେ ସମସ୍ତ ସେବାୟତଙ୍କ କୋଭିଡ୍ ଟେଷ୍ଟ କରାଯିବା ପାଇଁ ପ୍ରାଥମିକ ନିଷ୍ପତ୍ତି ନିଆଯାଇଛି। ଆଜିର ବୈଠକରେ ସେବାୟତ କଲ୍ୟାଣ ପାଣ୍ଠି ଉପରେ ମଧ୍ୟ ଆଲୋଚନା ହୋଇପାରେ। ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ

The post ଆଜି ଛତିଶା ନିଯୋଗ ଓ ପରିଚାଳନା କମିଟି ବୈଠକ appeared first on Odisha Reporter.



from Odisha Reporter https://ift.tt/3ecvGfS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages