ପଥରପେଣ୍ଠ ପଞ୍ଚାୟତ ୪୮ ଘଣ୍ଟା ଶଟ୍‌ଡାଉନ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 8, 2020

ପଥରପେଣ୍ଠ ପଞ୍ଚାୟତ ୪୮ ଘଣ୍ଟା ଶଟ୍‌ଡାଉନ୍‌

ସୋର(ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ ପଥରପେଣ୍ଠ ପଞ୍ଚାୟତକୁ ସରପଞ୍ଚ ୪୮ ଘଣ୍ଟା ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ପଥରପେଣ୍ଠ ଗାଁର ଜଣେ ୪୫ ବର୍ଷୀୟ ବ୍ୟକ୍ତି ଗତକାଲି କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏହାପରେ ସରପଞ୍ଚ ଦେବାନନ୍ଦ ମଳିକ ଆଜି ସକାଳ ୬ଟାରୁ ୧୧ ତାରିଖ ସକାଳ ୬ଟା ଯାଏ ଶଟ୍‌ଡାଉନ୍ ଘୋଷଣା କରିଛନ୍ତି।

ଶଟ୍‌ଡାଉନ୍‌ ଯୋଗୁ ପଥରପେଣ୍ଠ ସମେତ ବାହାନଗା ବଜାର ସମ୍ପୂର୍ଣ୍ଣ ବନ୍ଦ ରହିଛି।  ଏଥିସହ ସରକାରୀ  ଅଫିସ ସମେତ ବ୍ୟାଙ୍କ ମଧ୍ୟ ବନ୍ଦ ରହିବ ବୋଲି ଜଣାପଡ଼ିଛି।

The post ପଥରପେଣ୍ଠ ପଞ୍ଚାୟତ ୪୮ ଘଣ୍ଟା ଶଟ୍‌ଡାଉନ୍‌ appeared first on Odisha Reporter.



from Odisha Reporter https://ift.tt/2ZTOfQu

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages