କରୋନାରେ ଆଖି ବୁଜିଲେ ୩, ସଂଖ୍ୟା ଛୁଇଁଲା ୬୪ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, July 11, 2020

କରୋନାରେ ଆଖି ବୁଜିଲେ ୩, ସଂଖ୍ୟା ଛୁଇଁଲା ୬୪

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ଯୋଗୁ ପୁଣି ୩ ଜଣଙ୍କ ମୃତ୍ୟୁ ହୋଇଛି। ସମସ୍ତ ୩ ମୃତକ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଛି। ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୪କୁ ବୃଦ୍ଧି ପାଇଛି।

ଗଞ୍ଜାମ ଜିଲ୍ଲାରେ  ମୃତକଙ୍କ ସଂଖ୍ୟା ସର୍ବାଧିକ ୩୯ରେ ପହଞ୍ଚିଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ୯ ଜଣ, କଟକ ଜିଲ୍ଲାରେ ୬ ଜଣଙ୍କର କରୋନା ଯୋଗୁ ମୃତ୍ୟୁ ହୋଇଛି। ଏହାବ୍ୟତୀତ ପୁରୀ ଜିଲ୍ଲାରେ ୨ ଜଣ,  ଅନୁଗୁଳ, ବରଗଡ଼, ଭଦ୍ରକ, ଗଜପତି, ଯାଜପୁର ଓ କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ରାୟଗଡ଼ା ଜିଲ୍ଲାରେ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

The post କରୋନାରେ ଆଖି ବୁଜିଲେ ୩, ସଂଖ୍ୟା ଛୁଇଁଲା ୬୪ appeared first on Odisha Reporter.



from Odisha Reporter https://ift.tt/3gK2TAK

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages