ସ୍ୱର୍ଗଦ୍ୱାରରେ ଶବଦାହ ଉପରେ ଆଜିଠୁ କଟକଣା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, July 7, 2020

ସ୍ୱର୍ଗଦ୍ୱାରରେ ଶବଦାହ ଉପରେ ଆଜିଠୁ କଟକଣା

ପୁରୀ (ଓଡ଼ିଶା ରିପୋର୍ଟର): ପୁରୀ ବ୍ୟତୀତ ଅନ୍ୟ ଜିଲ୍ଲାର ଲୋକଙ୍କ ପାଇଁ ଆଜିଠୁ ସ୍ୱର୍ଗଦ୍ୱାର ମନା। କୋଭିଡ ପରିସ୍ଥିତିକୁ ନଜରରେ ରଖି ପୁରୀ ଜିଲ୍ଲାପାଳ ବଲୱନ୍ତ ସିଂ ଏହି ନିଷ୍ପତ୍ତି ନେଇଛନ୍ତି।

ଜିଲ୍ଲାପାଳ କହିଛନ୍ତି ଯେ, ଆଜିଠାରୁ ପୁରୀ ସ୍ୱର୍ଗଦ୍ୱାରରେ ବାହାର ଜିଲ୍ଲାରୁ ଲୋକଙ୍କ ଶବଦାହ ଉପରେ କଟକଣା ଲାଗିଛି। ସମୁଦ୍ର କୂଳରେ ଅସ୍ଥି ବିସର୍ଜନ ନେଇ ମଧ୍ୟ କଟକଣା ରହିଛି। ଅନ୍ୟାଦେଶ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ।

The post ସ୍ୱର୍ଗଦ୍ୱାରରେ ଶବଦାହ ଉପରେ ଆଜିଠୁ କଟକଣା appeared first on Odisha Reporter.



from Odisha Reporter https://ift.tt/3iDA4I1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages