ଦେବଗଡ଼(ସିଦ୍ଧାର୍ଥ ଗୁରୁ):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦେବଗଡ଼ ପୌର ପରିଷଦ ନିର୍ବାହୀ ଅଧିକାରୀ କୁଞ୍ଜବନ ପ୍ରଧାନଙ୍କ ଘରେ ଆଜି ଭିଜିଲାନ୍ସ ଚଢ଼ଉ ଚାଲିଛି। କୁଞ୍ଜବନଙ୍କ ବାସଭବନ ଓ କାର୍ଯ୍ୟାଳୟ ସମେତ ୪ ଟି ସ୍ଥାନରେ ଭିଜିଲାନ୍ସଟିମ୍ ଚଢ଼ଉ କରୁଛି। ତାଙ୍କ ଝାରସୁଗୁଡ଼ା ଜିଲ୍ଲା ବନ୍ଧବାହାଲ ସ୍ଥିତ ଶ୍ୱଶୁର ଘର ଓ ଗଣ୍ଡଗରା ସ୍ଥିତ ପୈତୃକ ଘରେ ବି ଚଢଉ ଚାଲିଛି।
ଭିଜିଲାନ୍ସ ସମ୍ବଲପୁର ଭିଜିଲାନ୍ସ ଡିଏସ୍ପି ଦାଶରଥୀ ସେଠୀଙ୍କ ନେତୃତ୍ୱରେ ଏକ ଟିମ୍ ଚଢ଼ଉ କରି କାଗଜପତ୍ର ଯାଞ୍ଚ କରୁଥିବା ଜଣାପଡ଼ିଛି।
The post ଭିଜିଲାନ୍ସ ଜାଲରେ ପୌର ପରିଷଦ ନିର୍ବାହୀ ଅଧିକାରୀ appeared first on Odisha Reporter.
from Odisha Reporter https://ift.tt/2D83opJ
No comments:
Post a Comment