ଆଖି ବୁଜିଲେ ଆଉ ୬, ରାଜ୍ୟରେ ୧୦୦ ପାର୍‌ କଲା କରୋନା ମୃତ୍ୟୁ ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, July 20, 2020

ଆଖି ବୁଜିଲେ ଆଉ ୬, ରାଜ୍ୟରେ ୧୦୦ ପାର୍‌ କଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୦ ପାର୍‌ କରି ସାରିଲାଣି। ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟା ରାଜ୍ୟରେ ୯୭ ଥିବା ବେଳେ ଆଜି ତାହା ୧୦୩ ଛୁଇଁଛି। ଫଳରେ ରାଜ୍ୟରେ ନୂଆ ୬ ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବା  ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

The post ଆଖି ବୁଜିଲେ ଆଉ ୬, ରାଜ୍ୟରେ ୧୦୦ ପାର୍‌ କଲା କରୋନା ମୃତ୍ୟୁ ସଂଖ୍ୟା appeared first on Odisha Reporter.



from Odisha Reporter https://ift.tt/2WBGVIA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages