ଜୁଲାଇ ୧୭, ଶୁକ୍ରବାର: ଜଳାଶୟଠାରୁ ଦୂରେଇ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, July 16, 2020

ଜୁଲାଇ ୧୭, ଶୁକ୍ରବାର: ଜଳାଶୟଠାରୁ ଦୂରେଇ ରୁହନ୍ତୁ

ମେଷ: ପରିବାରରେ ହସ ଓ ଖୁସିର ପରିବେଶ ରହିବ। ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ବୃଷ: ଦୀର୍ଘଦିନର ଆଶା ପୂରଣ ହେବ। ଖୁସି ଖବର ଶୁଣି ପାରନ୍ତି। ଖାଦ୍ୟପେୟର ଯତ୍ନ ନିଅନ୍ତୁ।

ମିଥୁନ: ମାନ-ସମ୍ମାନ ମିଳିବ। ନିଜ ମନ ମୁତବାକ କାର୍ଯ୍ୟ କରିବାକୁ  ସୁଯୋଗ ପାଇବେ। ଭଗବାନ ଗଣେଶଙ୍କୁ ପୂଜା କରନ୍ତୁ।

କର୍କଟ: ପ୍ରତ୍ୟେକଟି କାର୍ଯ୍ୟରେ ବାଧାବିଘ୍ନ ଦେଖାଦେବ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ସିଂହ: ଶରୀର ସୁସ୍ଥ ରହିବ। କୌଣସି ନୂତନ  କାର୍ଯ୍ୟ ଆରମ୍ଭ କରି ସେଥିରେ ସଫଳତା ପାଇବେ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା: କୌଣସି ସାଂଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।

ତୁଳା: ବନ୍ଧୁଙ୍କ ସହ ସାକ୍ଷାତ ହେବ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଅପରାହ୍ନ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

ବିଛା: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ବ୍ୟସ୍ତତା ଭିତରେ ଦିନଟି କଟିବ।

ଧନୁ: ନୂତନ ପୋଷାକ କିଣି ପାରନ୍ତି। ଅଳସୁଆ ଅନୁଭବ କରିବେ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ମକର: ଜନ  କଲ୍ୟାଣ ମୂଳକ କାମ କରି ପ୍ରଂଶସିତ ହେବେ। ଦ୍ୱନ୍ଦ୍ୱ ଭିତରେ ରହିବେ। ଜଳାଶୟଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ: ନିଜ ମନ ମୁତାବକ କାର୍ଯ୍ୟ କରି ଆନନ୍ଦ ଲାଭ କରିବେ। କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ବିଶ୍ୱାସ ଭାଜନ ହେବେ। ଜଗି ରଖି ଚଳନ୍ତୁ ନଚେତ ବିପଦର ସମ୍ମୁଖୀନ ହୋଇପାରନ୍ତି

ମୀନ: ଆତ୍ମ ବିଶ୍ୱାସ ବଢ଼ିବ। ମିଠା କଥା କହି ଲୋକଙ୍କ ମନ ଜିତିବେ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

The post ଜୁଲାଇ ୧୭, ଶୁକ୍ରବାର: ଜଳାଶୟଠାରୁ ଦୂରେଇ ରୁହନ୍ତୁ appeared first on Odisha Reporter.



from Odisha Reporter https://ift.tt/3h8pjMc

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages