‘ସେଲ୍ଫ ଆଇସୋଲେସନରେ ରହିବାକୁ ଚାହୁଁଥିଲେ ଦେବାକୁ ପଡ଼ିବ ଅଣ୍ଡରଟେକିଂ’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 10, 2020

‘ସେଲ୍ଫ ଆଇସୋଲେସନରେ ରହିବାକୁ ଚାହୁଁଥିଲେ ଦେବାକୁ ପଡ଼ିବ ଅଣ୍ଡରଟେକିଂ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଲକ୍ଷଣ ବିହୀନ କିମ୍ବା ସ୍ୱଳ୍ପ ଲକ୍ଷଣ ଥିବା କରୋନା ଆକ୍ରାନ୍ତ ହୋମ୍ ଆଇସୋଲେସନରେ ରହିବାକୁ ଚାହୁଁଥିଲେ ତାଙ୍କ ପାଇଁ କଡ଼ା ନିର୍ଦ୍ଦେଶାବଳୀ ଜାରି  କରିଛି ବିଏମ୍‌ସି।  ଆକ୍ରାନ୍ତ ବସ୍ତିବାସିନ୍ଦା ହୋଇ ନ ଥିବେ ଓ ଘରେ ଆଇସୋଲେସନ ସୁବିଧା ଥିବା ନିହାତି ଜରୁରୀ।  ସେଲ୍ଫ ଆଇସୋଲେସନରେ ରହିବା ନେଇ ଅଣ୍ଡରଟେକିଂ ମଧ୍ୟ ଦେବାକୁ ପଡ଼ିବ । ଆବଶ୍ୟକ ସ୍ଥଳେ BMC ଅଧିକାରୀଙ୍କୁ ସ୍ୱାସ୍ଥ୍ୟ ଯାଞ୍ଚ ପାଇଁ ଅନୁମତି ଦେବା ଜରୁରୀ ରହିଛି ।

HIV କିମ୍ବା କ୍ୟାନ୍ସର ପୀଡ଼ିତ ହୋଇଥିଲେ ହୋମ୍ ଆଇସୋଲେସନକୁ ସମ୍ପୂର୍ଣ୍ଣ ଭାବେ ମନା କରାଯାଇଛି । ୬୦ ବର୍ଷରୁ ଊର୍ଦ୍ଧ୍ୱ ହୋଇଥିଲେ କିମ୍ବା ଉଚ୍ଚ ରକ୍ତଚାପ, ଡାଇବେଟିସ ରୋଗୀମାନେ ହୋମ୍ ଆଇସୋଲେସନରେ  ରହିବାକୁ ଚାହୁଁଥିଲେ ସେମାନଙ୍କ ପାଇଁ ମଧ୍ୟ ସର୍ତ୍ତ ରଖାଯାଇଛି । ଡାଇବେଟିସ ଆଦି ରୋଗ ଥିଲେ ହୋମ ଆଇସୋଲେସନ ପାଇଁ ବିଏମ୍‌ସି କର୍ତ୍ତୃପକ୍ଷଙ୍କ ଅନୁମତି ଜରୁରୀ ରହିଛି।

The post ‘ସେଲ୍ଫ ଆଇସୋଲେସନରେ ରହିବାକୁ ଚାହୁଁଥିଲେ ଦେବାକୁ ପଡ଼ିବ ଅଣ୍ଡରଟେକିଂ’ appeared first on Odisha Reporter.



from Odisha Reporter https://ift.tt/2W7e6Ug

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages