୧୧ ପୁଲିସ୍‌ କରୋନା ପଜିଟିଭ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, July 23, 2020

୧୧ ପୁଲିସ୍‌ କରୋନା ପଜିଟିଭ୍‌

ଖୋର୍ଦ୍ଧା(ବଳରାମ ଲେଙ୍କା): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଖୋର୍ଦ୍ଧା ଜିଲ୍ଲାର ୧୧ ପୁଲିସ୍ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ବାଣପୁର, ବାଲୁଗାଁର ବିଭିନ୍ନ ଥାନା ଓ ଫାଣ୍ଡିର ୧୧ ପୁଲିସ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ସଂପୃକ୍ତ ଥାନା ଓ ଫାଣ୍ଡିର ସବୁ କର୍ମଚାରୀଙ୍କୁ ହୋମ୍ କ୍ୱାରେଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ, ଖୋର୍ଦ୍ଧା ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୩୫୬ରେ ପହଞ୍ଚିଛି।  ସେଥିମଧ୍ୟରୁ ୧,୩୭୫ ଜଣ ସୁସ୍ଥ ହୋ‌ଇ ସାରିଲେଣି। ୯୫୯ ଜଣ ବିଭିନ୍ନ କୋଭିଡ୍ ହସପିଟାଲରେ ଚିକିତ୍ସିତ ହେଉଛନ୍ତି।

The post ୧୧ ପୁଲିସ୍‌ କରୋନା ପଜିଟିଭ୍‌ appeared first on Odisha Reporter.



from Odisha Reporter https://ift.tt/2ZUXBwR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages