ଜୁଲାଇ ୬, ସୋମବାର: ଜଳାଶୟ ଠାରୁ ଦୂରେଇ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 5, 2020

ଜୁଲାଇ ୬, ସୋମବାର: ଜଳାଶୟ ଠାରୁ ଦୂରେଇ ରୁହନ୍ତୁ

ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ମାନ-ସମ୍ମାନ ମିଳିବ।

ବୃଷ: ଶରୀର ସୁସ୍ଥ ରହିବ। ପିଲାମାନେ ପାଠ ପଢ଼ାରେ ମନ ଦେବେ। ଗାଈକୁ ଖାଇବାକୁ ଦିଅନ୍ତୁ।

ମିଥୁନ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ।

କର୍କଟ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ।

ସିଂହ: ମନ  ବିଚଳିତ ରହିବ। ଅଳସୁଆ ଅନୁଭବ କରିବେ। ମାଆ ଲକ୍ଷ୍ମୀଙ୍କୁ ପୂଜା କରନ୍ତୁ।

କନ୍ୟା: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଦ୍ୱନ୍ଦ୍ୱ ଭିତରେ ରହିବେ। ଗୁରୁଜନଙ୍କୁ ପ୍ରାଣମ କରନ୍ତୁ।

ତୁଳା: କଠିନ ପରିଶ୍ରମ କରିବେ। ପରିବାରରେ ହସ ଖୁସିର ପରିବେଶ ରହିବ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଛା: ଶୁଭ ଖବର ଶୁଣି ଖୁସି ହେବେ। ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

ଧନୁ: ପଡ଼ୋଶୀଙ୍କ ସହ ମତାନ୍ତର ହୋଇପାରେ। ଋଣ ଦିଅନ୍ତୁ ନାହିଁ। କଳା ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ।

ମକର: ନୂତନ ବସ୍ତ୍ର କିଣି ପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଶରୀରରେ ଆଘାତ ଲାଗିପାରେ।

କୁମ୍ଭ: ସାହାଯ୍ୟ ଓ ସହାନୁଭୂତି ଲାଭ କରିବେ। ଅସୁସ୍ଥ ଅନୁଭବ କରିବେ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ।

ମୀନ: ଜଳାଶୟ ଠାରୁ ଦୂରେଇ ରୁହନ୍ତୁ। ପିଲାଙ୍କ ପାଠ ପଢ଼ାକୁ ନେଇ ଚିନ୍ତିତ ରହିବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

The post ଜୁଲାଇ ୬, ସୋମବାର: ଜଳାଶୟ ଠାରୁ ଦୂରେଇ ରୁହନ୍ତୁ appeared first on Odisha Reporter.



from Odisha Reporter https://ift.tt/3izXYEo

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages