ଆଉ ୨ ମୁଣ୍ଡ ନେଲା କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 15, 2020

ଆଉ ୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୯ରେ ପହଞ୍ଚିଛି।

ମୃତକଦ୍ୱୟ ଗଞ୍ଜାମ ଜିଲ୍ଲାର ହୋଇଥିବା ବେଳେ ସେମାନଙ୍କ ବୟସ ଯଥାକ୍ରମେ ୫୧ ଓ ୩୪। ୩୪ ବର୍ଷୀୟ ଯୁବକଜଣକ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିବା ବେଳେ ୫୧ ବର୍ଷୀୟ ବ୍ୟକ୍ତିଜଣକ ମେଦବହୁଳ ରୋଗରେ ପୀଡ଼ିତ ଥିଲେ। ଫଳରେ ଗଞ୍ଜାମ ଜିଲ୍ଲାର କରୋନାଜନିତ ମୃତ୍ୟୁ ସଂଖ୍ୟା ୪୮ରେ ପହଞ୍ଚିଛି।

ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫, ୩୯୨ରେ ପହଞ୍ଚିଥିବା ବେଳେ ୧୨,୪୭୬ ଜଣ ସୁସ୍ଥ ହୋଇ ସାରିଲେଣି। ରାଜ୍ୟରେ ୪୮୧୩ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।

The post ଆଉ ୨ ମୁଣ୍ଡ ନେଲା କରୋନା appeared first on Odisha Reporter.



from Odisha Reporter https://ift.tt/2ZvhgTL

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages