ସ୍ୱାମୀକୁ ପଥରରେ ଛେଚି ହତ୍ୟା କଲା ସ୍ତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, July 4, 2020

ସ୍ୱାମୀକୁ ପଥରରେ ଛେଚି ହତ୍ୟା କଲା ସ୍ତ୍ରୀ

କେନ୍ଦୁଝର(ପଣୟ ପାଣି): କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ଅନ୍ତର୍ଗତ ଧଳାଡ଼ିହ ଗାଁରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ବ୍ୟକ୍ତିଙ୍କୁ ତାଙ୍କ ସ୍ତ୍ରୀ ପଥରରେ ଛେଚି ହତ୍ୟା କରିଛନ୍ତି। ମୃତକଙ୍କ ନାଁ ବିଶାଲ ମୁଣ୍ଡା। ଅଭିଯୁକ୍ତ ମହିଳାଙ୍କ ନାଁ ଚାନ୍ଦ ମୁଣ୍ଡା।

ସୂଚନା ଅନୁସାରେ, ଗତକାଲି ରାତିରେ କୌଣସି କଥାକୁ ନେଇ ବିଶାଲ ଓ ଚାନ୍ଦଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏହାପରେ ବିଶାଲ ଘରେ ଶୋଇ ପଡ଼ିଥିଲେ। ଏହାର ସୁଯୋଗ ନେଇ ଚାନ୍ଦ ଏକ ପଥରରେ  ତାଙ୍କ ମୁଣ୍ଡକୁ ଛେଚି ଅତି ନିର୍ମମ ଭାବେ ହତ୍ୟା କରିଥିଲେ। ଏନେଇ ପଡ଼ୋଶୀଙ୍କଠାର ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ଏଥିସହ ଅଭିଯୁକ୍ତ ଚାନ୍ଦ ମୁଣ୍ଡାକୁ ଗିରଫ କରିଛି।

 

The post ସ୍ୱାମୀକୁ ପଥରରେ ଛେଚି ହତ୍ୟା କଲା ସ୍ତ୍ରୀ appeared first on Odisha Reporter.



from Odisha Reporter https://ift.tt/2VLZVUs

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages