ରାଜ୍ୟରେ ଆଉ ୪୯୫ କରୋନା ଆକ୍ରାନ୍ତ ଚିହ୍ନଟ, ଗଞ୍ଜାମରେ ସବୁଠୁ ଅଧିକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 3, 2020

ରାଜ୍ୟରେ ଆଉ ୪୯୫ କରୋନା ଆକ୍ରାନ୍ତ ଚିହ୍ନଟ, ଗଞ୍ଜାମରେ ସବୁଠୁ ଅଧିକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୪୯୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୬୦୧ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୫,୭୦୫ ଜଣ ସୁସ୍ଥ ହୋଇସାରିଥିବା ବେଳେ ୨୮୫୩ ଜଣ ଚିକିତ୍ସାଧୀନ ଅଛନ୍ତି।


ଏହି ୪୯୫ ଜଣଙ୍କ ମଧ୍ୟରୁ ୩୫୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୪୦ଟି ଲୋକାଲ୍‌ କଣ୍ଟାକ୍ଟସ୍‌। ସେହିପରି ନୂଆ କରି ଚିହ୍ନଟ ହୋଇଥିବା ୪୯୫ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ସବୁଠୁ ଅଧିକ ୨୧୬ ଜଣ ଅଛନ୍ତି।

The post ରାଜ୍ୟରେ ଆଉ ୪୯୫ କରୋନା ଆକ୍ରାନ୍ତ ଚିହ୍ନଟ, ଗଞ୍ଜାମରେ ସବୁଠୁ ଅଧିକ appeared first on Odisha Reporter.



from Odisha Reporter https://ift.tt/3e5v37P

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages