ବିଦ୍ୟୁତ୍ ଆଘାତରେ ଚାଲିଗଲା ସମ୍ବିତଙ୍କ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 10, 2020

ବିଦ୍ୟୁତ୍ ଆଘାତରେ ଚାଲିଗଲା ସମ୍ବିତଙ୍କ ଜୀବନ

ଆଠଗଡ଼ (ନୀଳକଣ୍ଠ ଦୋରା): ଲୁହା ୱେଲଡିଙ୍ଗ ଦୋକାନରେ କାମ କରୁଥିବା ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଦୁଃଖଦ ଘଟଣା ଘଟିଛି କଟକ ଜିଲ୍ଲା ଆଠଗଡ଼ର ଦୋରଡ ଇଶ୍ୱରା ଛକରେ। ମୃତକଙ୍କ ନାଁ ସମ୍ବିତ କୁମାର ରାଉତ। ତାଙ୍କ ଘର ଚୁନୁପଦା ଗାଁରେ।

ମିଳିଥିବା ସୂଚନା ଅନୁସାରେ, ଗତକାଲି ସମ୍ବିତ ଇଶ୍ୱରା ଦୋକାନରେ କାମ କରୁଥିଲେ। ଏହି ସମୟରେ କୌଣସି କାରଣବଶତଃ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଯାଇଥିଲେ। ବିଦ୍ୟୁତ୍ ଆଘାତରେ ସେ ଅଚେତ ହୋଇ ତଳେ ପଡ଼ିଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଆଠଗଡ଼ ମେଡ଼ିକାଲରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

The post ବିଦ୍ୟୁତ୍ ଆଘାତରେ ଚାଲିଗଲା ସମ୍ବିତଙ୍କ ଜୀବନ appeared first on Odisha Reporter.



from Odisha Reporter https://ift.tt/324xGnI

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages