ଆଉ ୩ ମୁଣ୍ଡ ନେଲା କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 17, 2020

ଆଉ ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୩  ମୁଣ୍ଡ ନେଲା କରୋନା । ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

୩ ମୃତକଙ୍କ ମଧ୍ୟରେ  ଗଞ୍ଜାମ ଜିଲ୍ଲାର ୨ ବୃଦ୍ଧ ଥିବା ବେଳେ  ଗଜପତି ଜିଲ୍ଲାର ଜଣେ  ମହିଳା ଅଛନ୍ତି।  ଗଞ୍ଜାମରେ ମୃତ୍ୟୁ ସଂଖ୍ୟା ୫୨ରେ ପହଞ୍ଚିଥିବା ବେଳେ ଗଜପତିରେ ଏହି ସଂଖ୍ୟା ୩ ଛୁଇଁଲା।

ଗଞ୍ଜାମ ଜିଲ୍ଲାର ୨ ମୃତକ ପୁରୁଷ ହୋଇଥିବା ବେଳେ ସେମାନଙ୍କ ବୟସ ଯଥାକ୍ରମେ ୬୩ ଓ ୬୦ ବର୍ଷ ବୋଲି ଜଣାଯାଇଛି। ସେହିପରି ଗଜପତିର ମୃତା ମହିଳାଙ୍କ ବୟସ ୪୮ ବର୍ଷ ବୋଲି ଜଣାଯାଇଛି। ମୃତ ମହିଳାଜଣକ ପୂର୍ବରୁ ମେଦବହୁଳତା ଓ ନିଦ୍ରାହିନତାଜନିତ ରୋଗରେ ପୀଡ଼ିତ ଥିବା ଜଣାଯାଇଛି।

 

The post ଆଉ ୩ ମୁଣ୍ଡ ନେଲା କରୋନା appeared first on Odisha Reporter.



from Odisha Reporter https://ift.tt/395qtp6

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages