ଜୁଲାଇ ୨, ଗୁରୁବାର: ଆତ୍ମବିଶ୍ୱାସ ବଢ଼ିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 1, 2020

ଜୁଲାଇ ୨, ଗୁରୁବାର: ଆତ୍ମବିଶ୍ୱାସ ବଢ଼ିବ

ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଶରୀର ସୁସ୍ଥ ରହିବ।

ବୃଷ: ପୁରାତନ ରୋଗରୁ ଉପଶମ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ଲାଭ କରିବେ। ଛାତ୍ରଛାତ୍ରୀମାନେ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ।

ମିଥୁନ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହୋଇଯିବ। ବ୍ୟବସାୟରେ ଲାଭ ପାଇବେ।

କର୍କଟ: ପରିବାରରେ ହସଖୁସିର ବାତାବରଣ ରହିବ। ଖର୍ଚ୍ଚ ବଢ଼ିବ। ସହକର୍ମୀଙ୍କ ସହଯୋଗ ମିଳିବ।

ସିଂହ: ଦିନଟି ଭଲରେ କଟିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ମଧ୍ୟାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ।

କନ୍ୟା: ମାନ-ସମ୍ମାନ ବୃଦ୍ଧି ପାଇବ। ନୂତନ ଯୋଜନାରେ ସଫଳତା ମିଳିବ। ଧନ ଲାଭ ହେତୁ ମନ ଖୁସି ରହିବ।

ତୁଳା: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

ଧନୁ: ପରିବାର ଲୋକଙ୍କ ସହ ଖୁସିରେ ଦିନଟି କାଟିବେ। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ନୂତନ ଯାନବାହନ କିଣିପାରନ୍ତି।

ମକର: ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ପଦୋନ୍ନତିର ଯୋଗ ରହିଛି।

କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମନୋରଞ୍ଜନ ସ୍ଥାନକୁ ବୁଲି ଯିବାକୁ ଯୋଜନା କରିପାରନ୍ତି। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି

ମୀନ: ବନ୍ଧୁବାନ୍ଧଙ୍କ ସହ ଉତ୍ତମ ସଂପର୍କ ରହିବ। କଳା ଓ ସାହିତ୍ୟକ୍ଷେତ୍ରରେ ରୁଚି ବଢ଼ିବ। ଆତ୍ମବିଶ୍ୱାସ ବଢ଼ିବ।

The post ଜୁଲାଇ ୨, ଗୁରୁବାର: ଆତ୍ମବିଶ୍ୱାସ ବଢ଼ିବ appeared first on Odisha Reporter.



from Odisha Reporter https://ift.tt/3ip4MnY

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages