ଭୀମଭୋଇ ମେଡିକାଲ କଲେଜ ଆଇସିୟୁ ସିଲ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 29, 2020

ଭୀମଭୋଇ ମେଡିକାଲ କଲେଜ ଆଇସିୟୁ ସିଲ୍‌

ବଲାଙ୍ଗିର(ମନୋରଞ୍ଜନ ଯୋଶୀ): ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଆଇସିୟୁ ସିଲ୍ କରାଯାଇଛି। ଆଇସିୟୁରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ପରେ ମେଡିକାଲ କର୍ତ୍ତୃପକ୍ଷ ଏହି ପଦକ୍ଷେପ ଗ୍ରହଣ କରିଛନ୍ତି।  ଏନେଇ ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟ ଡ. ମହେନ୍ଦ୍ର ନାୟକ ସୂଚନା ଦେଇଛନ୍ତି। ୭ ଦିନ ପର୍ଯ୍ୟନ୍ତ ଆଇସିୟୁକୁ ସିଲ୍‌ କରାଯିବା  ନେଇ ମେଡିକାଲ କଲେଜ କର୍ତ୍ତୃପକ୍ଷ  ଘୋଷଣା କରିଛନ୍ତି ।

ସୂଚନାଯୋଗ୍ୟ, ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦୬ରେ ପହଞ୍ଚିଛି।  ସେଥିମଧ୍ୟରୁ ୨୮୬ ଜଣ ସୁସ୍ଥ ହୋଇ ସାରିଲେଣି।  ୧୨୦ ଜଣ ବିଭିନ୍ନ କୋଭିଡ୍ ଡାକ୍ତର ଖାନାରେ ଚିକିତ୍ସିତ ହେଛନ୍ତି।

The post ଭୀମଭୋଇ ମେଡିକାଲ କଲେଜ ଆଇସିୟୁ ସିଲ୍‌ appeared first on Odisha Reporter.



from Odisha Reporter https://ift.tt/311FPr6

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages