ଅନୁପମ ଖେର୍‌ଙ୍କ ମାଆ କରୋନା ପଜିଟିଭ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, July 11, 2020

ଅନୁପମ ଖେର୍‌ଙ୍କ ମାଆ କରୋନା ପଜିଟିଭ୍‌

ମୁମ୍ୱାଇ: ବଲିଉଡ୍ ଅଭିନେତା ଅନୁପମ ଖେର୍‌ଙ୍କ ମାଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ତାଙ୍କ ଭାଇ, ଭାଉଜ ଓ ଝିଆରୀ ବି କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ନିଜ ଟ୍ୱିଟ୍‌ର ପେଜ୍‌ରେ ସୂଚନା ଦେଇଛନ୍ତି। ସମସ୍ତଙ୍କୁ କୋକିଲାବେନ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କଠାରେ ସାମାନ୍ୟ କରୋନା ଲକ୍ଷଣ ଦେଖାଦେଇଛି। ତେବେ ଅନୁପମଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି।

ସୂଚନାଯୋଗ୍ୟ, ଅମିତାଭ ବଚ୍ଚନ  ଓ ଅଭିଷେକ ବଚ୍ଚନ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନେ ନାନାବତୀ ହସ୍ପିଟାଲ୍ ଭର୍ତ୍ତି ହୋଇଛନ୍ତି।

 

The post ଅନୁପମ ଖେର୍‌ଙ୍କ ମାଆ କରୋନା ପଜିଟିଭ୍‌ appeared first on Odisha Reporter.



from Odisha Reporter https://ift.tt/2WeclES

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages