ଓଡ଼ିଶାରେ କରୋନା ନେଲା ଆଉ ୮ ଜୀବନ, ୧୭୭ରେ ପହଞ୍ଚିଲା ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, July 30, 2020

ଓଡ଼ିଶାରେ କରୋନା ନେଲା ଆଉ ୮ ଜୀବନ, ୧୭୭ରେ ପହଞ୍ଚିଲା ସଂଖ୍ୟା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୮ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୭ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

କରୋନା ଯୋଗୁ ଆଖି ବୁଜିଥିବା ୮ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ,  ଗଜପତି, ନୟାଗଡ଼, ସୁନ୍ଦରଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖା ଅଛନ୍ତି। ସେମାନଙ୍କ ମଧ୍ୟରେ ୨ ମହିଳା ଥିବା ବେଳେ ୬ ଜଣ ପୁରୁଷ।

The post ଓଡ଼ିଶାରେ କରୋନା ନେଲା ଆଉ ୮ ଜୀବନ, ୧୭୭ରେ ପହଞ୍ଚିଲା ସଂଖ୍ୟା appeared first on Odisha Reporter.



from Odisha Reporter https://ift.tt/3ff7A4x

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages