ବିଚରାଧିନ କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 5, 2020

ବିଚରାଧିନ କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ

ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜେଲ୍‌ରେ ଥିବା ଜଣେ ବିଚରାଧିନ କଏଦୀ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ସେ ଚିକିତ୍ସାଧୀନ ଥିବା ଜଣାଯାଇଛି।

ସୂଚନା ମୁତାବକ, ବସ୍ତା ଥାନା ଅନ୍ତର୍ଗତ ପଣ୍ଡରୁଙ୍ଗି ଅଞ୍ଚଳର ଲକ୍ଷ୍ମୀଧର ରାଉଳ ୮ମାସ ତଳେ ଯୌତୁକ ନିର୍ଯାତନା ଘଟଣାରେ ବାଲେଶ୍ୱର ଜେଲ୍‌ ଯାଇଥିଲେ।  ଗତକାଲି ସେ ଶୌଚାଳୟକୁ ଯାଇଥିବା ବେଳେ ନିଜ ଗଳା କାଟିବାକୁ ଉଦ୍ୟମ କରିଥିଲେ। ଘଟଣାସ୍ଥଳରେ ଥିବା ଅନ୍ୟ କଏଦୀମାନେ ତାଙ୍କୁ  ଅଟକାଇ ତତକ୍ଷଣାତ୍ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ନେଇ ଯାଇଥିଲେ। ସେଠାରେ ସେ ଚିକିତ୍ସାଧିନ ଅଛନ୍ତି। ସ୍ତ୍ରୀଙ୍କ ମୃତ୍ୟୁରେ ଭାଙ୍ଗି ପଡ଼ି ଲକ୍ଷ୍ମୀଧର ଏପରି ପଦକ୍ଷେପ ନେଇଥିବା କୁହାଯାଉଛି।

The post ବିଚରାଧିନ କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ appeared first on Odisha Reporter.



from Odisha Reporter https://ift.tt/31IpwRY

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages