କରୋନାରେ ରାଜ୍ୟରେ ଆଉ ୧୦ ଜଣଙ୍କ ମୃତ୍ୟୁ, ୧୪୦ ଛୁଇଁଲା ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, July 25, 2020

କରୋନାରେ ରାଜ୍ୟରେ ଆଉ ୧୦ ଜଣଙ୍କ ମୃତ୍ୟୁ, ୧୪୦ ଛୁଇଁଲା ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୦ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୦ରେ ପହଞ୍ଚିଛି।

ଏହି ୧୦ ମୃତକଙ୍କ ମଧ୍ୟରୁ ୬ ଜଣ ଗଞ୍ଜାମର ହୋଇଥିବା ବେଳେ ଗଜପତି, ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଅଛନ୍ତି। ସେହିପରି ଭୁବନେଶ୍ୱରରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।

The post କରୋନାରେ ରାଜ୍ୟରେ ଆଉ ୧୦ ଜଣଙ୍କ ମୃତ୍ୟୁ, ୧୪୦ ଛୁଇଁଲା ସଂଖ୍ୟା appeared first on Odisha Reporter.



from Odisha Reporter https://ift.tt/30Meol1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages