ଯୁକ୍ତ ୩ ଆଡମିଶନ୍ ଲାଗି ଗାଇଡଲାଇନ୍ସ ଜାରି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, July 28, 2020

ଯୁକ୍ତ ୩ ଆଡମିଶନ୍ ଲାଗି ଗାଇଡଲାଇନ୍ସ ଜାରି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଯୁକ୍ତ ୩ ଆଡମିଶନ୍ ଲାଗି ଗାଇଡଲାଇନ୍ସ ଜାରି କରିଛି ଉଚ୍ଚ ଶିକ୍ଷା ବିଭାଗ। ଗୋଟିଏ ପର୍ଯ୍ୟାୟରେ ତିନି ରାଉଣ୍ଡରେ ହେବ ଆଡମିଶନ୍।

ସାମ୍ସ ପୋର୍ଟାଲରେ ଛାତ୍ରଛାତ୍ରୀ ନିଜ ମୋବାଇଲ ଓ ଇମେଲ ଆଇଡି ଦେଇ ଆଡମିଶନ ଲାଗି ଆବେଦନ କରିପାରିବେ। ଆବେଦନ ସମୟରେ ଏଣିକି ଆଉ ମାର୍କ ସିଟ୍ କିମ୍ବା ସାର୍ଟିଫିକେଟ୍ ଅପଲୋଡ୍ କରିବାକୁ ପଡ଼ିବନି।

ଯଦି ଛାତ୍ରଛାତ୍ରୀମାନେ ସ୍ଲାଇଡ୍ ଅପ୍ ପ୍ରକ୍ରିୟାରେ ଭାଗ ନେବାକୁ ଚାହୁଁଛନ୍ତି, ତା’ହେଲେ ସେମାନେ ଅନ୍‌ଲାଇନ୍ ଫର୍ମରେ ଏହା ଉଲ୍ଲେଖ କରିପାରିବେ। ସେହିଭଳି କଲେଜ କର୍ତ୍ତୃପକ୍ଷ ଆଡମିଶନ ସମ୍ପର୍କରେ କ୍ୟାମ୍ପସରେ ପୋଷ୍ଟର ଲଗାଇ ସଚେତନ କରିବେ। ଏହାସହ ହେଲ୍ପ ଡେସ୍କ୍, ଇଣ୍ଟରନେଟ୍ କେନ୍ଦ୍ର, ନିରବଚ୍ଛିନ୍ନ ବିଦ୍ୟୁତ ସେବା ଉପଲବ୍ଧ ରଖିବାକୁ ସବୁ ଡିଗ୍ରୀ କଲେଜ୍ କର୍ତ୍ତୃପକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛି।

The post ଯୁକ୍ତ ୩ ଆଡମିଶନ୍ ଲାଗି ଗାଇଡଲାଇନ୍ସ ଜାରି appeared first on Odisha Reporter.



from Odisha Reporter https://ift.tt/3g45LIR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages