ଆଜି ବାହାରିବ ମ୍ୟାଟ୍ରିକ ରେଜଲ୍ଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, July 28, 2020

ଆଜି ବାହାରିବ ମ୍ୟାଟ୍ରିକ ରେଜଲ୍ଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମହାମାରୀ କରୋନା ସମୟରେ ଲକ୍‌ଡାଉନ ଓ ଶଟ୍‌ଡାଉନ ଭିତରେ ଆଜି ପ୍ରକାଶ ପାଇବ ମ୍ୟାଟ୍ରିକ ରେଜଲ୍ଟ। ଏଥିପାଇଁ ଦୀର୍ଘ ଦିନ ଧରି ଅପେକ୍ଷା କରି ରହିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍କଣ୍ଠା ବଢିଯାଇଛି। ଆଜି ଦିନ ୯ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ରେଜଲ୍ଟ ପ୍ରକାଶ ପାଇବ। ଦିନ ସାଢ଼େ ୧୧ଟାରୁ ପିଲାମାନେ ସେମାନଙ୍କ ରେଜଲ୍ଟ ଦେଖିପାରିବେ ।

ବୋର୍ଡର ୨ଟି ୱେବସାଇଟ ଓ SMSରେ ମିଳିପାରିବ ରେଜଲ୍ଟ  । ୱେବସାଇଟ୍ଗୁଡ଼ିକ ହେଲା www. bseodisha.ac.in ଏବଂ www.bseodisha.nic.in। ସେହିପରି 5676750 ନମ୍ବରରେ ନାଁ ଓ ରୋଲ ନମ୍ବର ଲେଖି ପଠାଇଲେ SMSରେ ମଧ୍ୟ ରେଜଲ୍ଟ ମିଳିବ ।ଚଳିତ ବର୍ଷ ରାଜ୍ୟର ପ୍ରାୟ ୫ ଲକ୍ଷ ୬୦ ହଜାର ପରିକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ୬୦ଟି କେନ୍ଦ୍ରରେ ମୂଲ୍ୟାଙ୍କନ ହୋଇଥିଲା।

ଗତ ଫେବୃଆରୀ ୧୯ରୁ ମାର୍ଚ୍ଚ ୨ତାରିଖ ଯାଏ ପରୀକ୍ଷା ହୋଇଥିଲା। ଏହାପରେ କରୋନା ମୁକାବିଲା ପାଇଁ ଲକ୍‌ଡାଉନ ଏବଂ ବାତ୍ୟା ଅମ୍ଫାନ୍ ଯୋଗୁ ଖାତା ଦେଖାରେ ସମସ୍ୟା ଉପୁଜିଥିଲା। ଶେଷରେ ମେ’ ୨୬ରୁ ଆରମ୍ଭ ହୋଇଥିଲା ଖାତା ମୂଲ୍ୟାୟନ।

The post ଆଜି ବାହାରିବ ମ୍ୟାଟ୍ରିକ ରେଜଲ୍ଟ appeared first on Odisha Reporter.



from Odisha Reporter https://ift.tt/335FSou

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages