ଇଏସ୍ଆଇ ହସ୍ପିଟାଲ୍ କଲୋନୀରୁ ଚିହ୍ନଟ ହେଲେ କରୋନା ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 5, 2020

ଇଏସ୍ଆଇ ହସ୍ପିଟାଲ୍ କଲୋନୀରୁ ଚିହ୍ନଟ ହେଲେ କରୋନା ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ଇଏସ୍ଆଇ ହସ୍ପିଟାଲ୍ କଲୋନୀରୁ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସଂପୃକ୍ତ ଆକ୍ରାନ୍ତଙ୍କୁ କିମ୍ସ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏନେଇ ଇଏସ୍ଆଇ ହସ୍ପିଟାଲ ଅଧିକ୍ଷକ ସୂଚନା ଦେଇଛନ୍ତି ।  ତେବେ ସେ କାହାଦ୍ୱାରା ସଂକ୍ରମିତ ହୋଇଛନ୍ତି,  ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ ।

ଗତ କିଛି ଦିନ ତଳେ ଆକ୍ରାନ୍ତଜଣକ ଜ୍ୱର ଥଣ୍ଡାରେ ପୀଡ଼ିତ ଥିଲେ । ଏହାପରେ ପରୀକ୍ଷା ପାଇଁ ତାଙ୍କ ସ୍ୱାବ ପଠାଯାଇଥିଲା। ଗତକାଲି ରିପୋର୍ଟ ଆସିବା ପରେ ସେ କରୋନା ସଂକ୍ରମିତ ଥିବା ମେଡ଼ିକାଲ୍ ଅଧିକ୍ଷକ କହିଛନ୍ତି ।

The post ଇଏସ୍ଆଇ ହସ୍ପିଟାଲ୍ କଲୋନୀରୁ ଚିହ୍ନଟ ହେଲେ କରୋନା ଆକ୍ରାନ୍ତ appeared first on Odisha Reporter.



from Odisha Reporter https://ift.tt/3f7EG76

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages