ପୁଣି ୫୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଗରେ ଗଞ୍ଜାମ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, July 7, 2020

ପୁଣି ୫୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଗରେ ଗଞ୍ଜାମ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ପୁଣି ୫୦୦ ଅତିକ୍ରମ କଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ୨୩ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୫୨୭ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୩୩୮ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଥିବା ବେଳେ ୧୮୯ଟି ଲୋକାଲ୍‌ କେସ୍‌ । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪ରେ ପହଞ୍ଚିଛି। ସେଥିମଧ୍ୟରୁ ୬୭୦୩ଜଣ ସୁସ୍ଥ ହୋଇ ସାରିଥିବା ବେଳେ ଆକ୍ଟିଭ କେସ୍‌ ହେଉଛି ୬୭୦୩।

The post ପୁଣି ୫୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଗରେ ଗଞ୍ଜାମ appeared first on Odisha Reporter.



from Odisha Reporter https://ift.tt/2BNXppR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages