ଚିହ୍ନଟ ହେଲେ ୬୭୩ ଆକ୍ରାନ୍ତ,୧୮ ହଜାର ଟପିଲା ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 19, 2020

ଚିହ୍ନଟ ହେଲେ ୬୭୩ ଆକ୍ରାନ୍ତ,୧୮ ହଜାର ଟପିଲା ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୩  ଜିଲ୍ଲାରୁ ୬୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪୪୬ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୨୨୭ଟି ହେଉଛି ଲୋକାଲ୍ କେସ୍‌। ସେହିଭଳି  ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୩୯  ଜଣ ଥିବା ବେଳେ ଖୋର୍ଦ୍ଧାରୁ ୫୮ ଜଣ ଅକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦ ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୧୨,୪୫୨ ଜଣ ସୁସ୍ଥ ହୋଇସାରିଥିବା ବେଳେ ୫୫୩୩ ଜଣ ଚିକିତ୍ସାଧୀନ ଅଛନ୍ତି।

The post ଚିହ୍ନଟ ହେଲେ ୬୭୩ ଆକ୍ରାନ୍ତ,୧୮ ହଜାର ଟପିଲା ସଂଖ୍ୟା appeared first on Odisha Reporter.



from Odisha Reporter https://ift.tt/30twVSJ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages