ବଢ଼ିଲା ବସ୍ ଭଡ଼ା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 1, 2020

ବଢ଼ିଲା ବସ୍ ଭଡ଼ା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଗାତାର ପେଟ୍ରୋଲ ଓ ଡିଜେଲ ଦର ବଢ଼ି ଚାଲିଥିବା ବେଳେ ଆଜି ବସ୍ ଭଡ଼ା ବଢ଼ାଇଛନ୍ତି ରାଜ୍ୟ  ସରକାର। କି.ମି ପିଛା ୨ରୁ ୪ ପଇସା ବଢ଼ିଛି ବସ୍ ଭଡ଼ା।

ରାଜ୍ୟ ଘରୋଇ ବସ ମାଲିକ ସଂଘ ସମ୍ପାଦକ ଦେବେନ୍ଦ୍ର ସାହୁ ସୂଚନା ମୁତାବକ, ଅର୍ଡିନାରୀ ବସ୍ ଭଡ଼ା କିମି ପିଛା ୭୦ରୁ ୭୨ ପଇସାକୁ ବୃଦ୍ଧି ପାଇଛି। ସେହିପରି ଏକ୍ସପ୍ରେସ ବସ୍ ଭଡ଼ା ୭୩ରୁ ୭୫ ପଇସାକୁ ବଢ଼ିଛି। ଡିଲକ୍ସ ବସ୍ ଭଡ଼ା ପୂର୍ବରୁ ୧ଟଙ୍କା ୧ ପଇସା ଥିବା ବେଳେ ଏବେ ୧ ଟଙ୍କା ୫ ପଇସାକୁ ବୃଦ୍ଧି ପାଇଛି। ଏସି ଡିଲକ୍ସ ୧ ଟଙ୍କା ୨୩ ପଇସା ଥିବା ବେଳେ ୧ ଟଙ୍କା ୨୭ ପଇସାକୁ ବୃଦ୍ଧି ପାଇଛି।

The post ବଢ଼ିଲା ବସ୍ ଭଡ଼ା appeared first on Odisha Reporter.



from Odisha Reporter https://ift.tt/2NNCMMI

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages