୧୦ ତାରିଖ ପର୍ଯ୍ୟନ୍ତ ହାଇକୋର୍ଟ ବନ୍ଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 8, 2020

୧୦ ତାରିଖ ପର୍ଯ୍ୟନ୍ତ ହାଇକୋର୍ଟ ବନ୍ଦ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ହାଇକୋର୍ଟ। କରୋନା ସ୍ଥିତିକୁ ନେଇ ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ କଟକ ସହରକୁ ଶଟ୍‌ଡାଉନ୍‌ ଘୋଷଣା କରିଛି ସିଏମସି। ଏହି ନିଷ୍ପତ୍ତିକୁ ଦୃଷ୍ଟିରେ ରଖି ହାଇକୋର୍ଟ ରେଜିଷ୍ଟ୍ରାର ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ହାଇକୋର୍ଟକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି।

ପୂର୍ବରୁ ୬ ତାରିଖରୁ ୮ ତାରିଖ ପର୍ଯ୍ୟନ୍ତ କଟକକୁ ସିଏମ୍‌ସି ଶଟ୍‌ଡାଉନ୍ ଘୋଷଣା କରିଥିବା ବେଳେ ହାଇକୋର୍ଟ ମଧ୍ୟ ବନ୍ଦ କରିବାକୁ ମଧ୍ୟ ହାଇକୋର୍ଟ ରେଜିଷ୍ଟ୍ରାର ନିର୍ଦ୍ଦେଶ ଜାରି କରିଥିଲେ। ଏହି ଶଟ୍‌ଡାଉନ ଅବଧିକୁ ସିଏମସି ବୃଦ୍ଧି କରିଥିବା ବେଳେ ହାଇକୋର୍ଟଙ୍କ ପକ୍ଷରୁ ମଧ୍ୟ ବନ୍ଦ କରିବାକୁ ନିର୍ଦ୍ଦେଶ ଜାରି ହୋଇଛି।

The post ୧୦ ତାରିଖ ପର୍ଯ୍ୟନ୍ତ ହାଇକୋର୍ଟ ବନ୍ଦ appeared first on Odisha Reporter.



from Odisha Reporter https://ift.tt/3fdB8Ai

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages