ବଲାଙ୍ଗିର(ମନୋରଞ୍ଜନ ଯୋଶୀ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଅବକାରୀ ଅଧୀକ୍ଷକ ମକରଧ୍ୱଜ ବର୍ଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଅବକାରୀ ଅଧୀକ୍ଷକଙ୍କ ଘର ଓ ଅଫିସ୍ ସମେତ ୮ଟି ସ୍ଥାନରେ ରେଡ୍ ଚାଲିଛି ।
ଅବକାରୀ ଅଧୀକ୍ଷକଙ୍କ ବଲାଙ୍ଗିର, ବରଗଡ଼, ସୋନପୁର, ସମ୍ବଲପୁର ଓ ବୁର୍ଲାସ୍ଥିତ ଘରେ ଚଢ଼ାଉ କରି ଭିଜିଲାନ୍ସ ଟିମ୍ ଟଙ୍କା ସମେତ ବିଭିନ୍ନ କାଗଜପତ୍ର ଜବତ କରାଯାଇଛି। ଏନେଇ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।
The post ଅବକାରୀ ଅଧୀକ୍ଷକଙ୍କ ଘରେ ଭିଜିଲାନ୍ସ ରେଡ appeared first on Odisha Reporter.
from Odisha Reporter https://ift.tt/2VCorat
No comments:
Post a Comment