ରାଜ୍ୟରେ ଆଉ ୧୫୦୩ କରୋନା ପଜିଟିଭ୍ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 26, 2020

ରାଜ୍ୟରେ ଆଉ ୧୫୦୩ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୫୦୩  କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ କୋରନା ଆକ୍ରାନ୍ତଙ୍କ ସଂଖ୍ୟା୨୬୮୯୨ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୧୬,୭୯୨ ସୁସ୍ଥ ହୋଇସାରିଥିବା ବେଳେ ୯,୯୧୯ ଚିକିତ୍ସାଧୀନ ଅଛନ୍ତି।

୨୮ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ଏହି ୧୫୦୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୦୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୫୦୧ଟି ହେଉଛି ଲୋକାଲ୍ କେସ୍। ନୂଆ କରି ଚିହ୍ନଟ ହୋଇଥିବା ଏହି ୧୫୦୩ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୯୧ ଜଣ ଥିବା ବେଳେ ଖୋର୍ଦ୍ଧାରୁ ୨୨୩ ଜଣ ଅଛନ୍ତି। ସେହିପରି କଟକରୁ ୧୩୬ ଜଣ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ାରୁ ୬୮ ଓ ସୁନ୍ଦରଗଡ଼ରୁ ୫୭ ଜଣ ଚିହ୍ନଟ ହୋଇଛନ୍ତି।

 

The post ରାଜ୍ୟରେ ଆଉ ୧୫୦୩ କରୋନା ପଜିଟିଭ୍ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/39uxShS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages