ଜୁଲାଇ ୧୫, ବୁଧବାର: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, July 14, 2020

ଜୁଲାଇ ୧୫, ବୁଧବାର: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ

ମେଷ: ପିଲାମାନଙ୍କ ବିଶୃଙ୍ଖଳିତ କାର୍ଯ୍ୟ କଳାପକୁ ନେଇ  ଚିନ୍ତିତ ରହିବେ। ଶତ୍ରୁମାନଙ୍କଠାରୁ ଦୂରେଇ ରୁହନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ବୃଷ: ଶରୀରରେ ଆଘାତ ଲାଗିପାରେ। ଖର୍ଚ୍ଚ ବଢ଼ିବ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

ମିଥୁନ: ନିର୍ମାଣାଧୀନ କାର୍ଯ୍ୟକୁ ଶେଷ ପର୍ଯ୍ୟାୟରେ ପହଞ୍ଚାଇବେ। ଗୃହ ଉପକରଣ ଜିନିଷ କିଣି ପାରନ୍ତି। ଖାଦ୍ୟପେୟର ଯତ୍ନ ନିଅନ୍ତୁ।

କର୍କଟ: ମନ ଖୁସି ରହିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଋଣ ଦିଅନ୍ତୁ ନାହିଁ।

ସିଂହ: ପରିବାରରେ ହସ ଖୁସିର ପରିବେଶ ରହିବ। ବନ୍ଧୁଙ୍କ ସହଯୋଗ ମିଳିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ।

କନ୍ୟା: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା: ଅନେକ ଦିନର ଆଶା ଅଭିଳାଷ ପୂରଣ ହେବ। ମନ ବିଚଳିତ ରହିବ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

ବିଛା: ପ୍ରତ୍ୟେକଟି ଦିଗରେ ବାଧାବିଘ୍ନର ସମ୍ମୁଖୀନ ହୋଇପାରନ୍ତି। ଦ୍ୱନ୍ଦ୍ୱ ଭିତରେ ରହିବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ଧନୁ: ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ପିଲାମାନେ ମନ ଦେଇ ପାଠ ପଢ଼ିବେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

ମକର: କାର୍ଯ୍ୟ କ୍ଷେତ୍ରରେ ଉତ୍ସାହ ବଢ଼ିବ। ମହିଳାମାନେ ସମାଜରେ ଲୋକପ୍ରିୟତା ହାସଲ କରିବେ। ନିଜ ମନ ମୁତାବକ କାର୍ଯ୍ୟ କରିବାରେ ସୁଯୋଗ ପାଇବେ।

କୁମ୍ଭ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ପିତା ମାତାଙ୍କ ପାଦ ସ୍ପର୍ଶ କରି ପ୍ରଣାମ କରନ୍ତୁ । ଶୁଭ ଖବର ଶୁଣି ପାରନ୍ତି।

ମୀନ:  ପାରିବାରିକ ସମସ୍ୟାକୁ  ଚୁତରତାର ସହିତ ସମାଧାନ କରିବେ। ମାଆ ଲକ୍ଷ୍ମୀଙ୍କୁ ପୂଜା କରନ୍ତୁ। ଶରୀର ସୁସ୍ଥ ରହିବ।

 

The post ଜୁଲାଇ ୧୫, ବୁଧବାର: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ appeared first on Odisha Reporter.



from Odisha Reporter https://ift.tt/3eojdWo

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages