କଟକ ସହରରେ ଆଉ ୧୬ କରୋନା ପଜିଟିଭ୍ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 19, 2020

କଟକ ସହରରେ ଆଉ ୧୬ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କଟକ ଜିଲ୍ଲାରୁ ୨୭ଟି ନୂଆ କରୋନା ପଜିଟିଭ୍ କେସ୍ ଆସିଥିବା ବେଳେ ସେମାନଙ୍କ ମଧ୍ୟରେ କଟକ ସହର (ମହାନଗର ନିଜମ ଅଞ୍ଚଳ)ର କେବଳ ୧୬ ଜଣ ଅଛନ୍ତି। କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଏହି ୧୬ଟି କେସ୍ ମଧ୍ୟରୁ ୧୪ ଜଣ ହୋମ୍ କ୍ୱାରେଣ୍ଟାଇନ୍‌ରେ ଥିଲେ। ଆଉ ୨ଟି ଲୋକାଲ୍ କେସ୍‌।
ଏହା ସହିତ କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୫୦ରେ ପହଞ୍ଚି ଯାଇଛି।

The post କଟକ ସହରରେ ଆଉ ୧୬ କରୋନା ପଜିଟିଭ୍ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/3hgHSy0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages