ଅବସରପ୍ରାପ୍ତ ଆଇଏଏସ୍ ପ୍ରିୟବ୍ରତ ପଟ୍ଟନାୟକଙ୍କ ପରଲୋକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, July 20, 2020

ଅବସରପ୍ରାପ୍ତ ଆଇଏଏସ୍ ପ୍ରିୟବ୍ରତ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ପ୍ରିୟବ୍ରତ ପଟ୍ଟନାୟକଙ୍କର ଆଜି ସକାଳ ସାଢ଼େ ୭ଟାରେ ପରଲୋକ ହୋଇଯାଇଛି। ମୁମ୍ବାଇରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ସେ ଦୀର୍ଘ ଦିନ ଧରି କ୍ୟାନସରରେ ପୀଡ଼ିତ ଥିଲେ।

ତାଙ୍କ ମରଶରୀରକୁ ଓଡ଼ିଶା ଅଣାଯିବା ନେଇ ପ୍ରୟାସ ଚାଲିଥିବା ନେଇ ତାଙ୍କ ସଂପର୍କୀୟ ସିଦ୍ଧାର୍ଥ ମହାନ୍ତି ସୂଚନା ଦେଇଛନ୍ତି।

ସ୍ୱର୍ଗତ ଶ୍ରୀ ପଟ୍ଟନାୟକ ୧୯୭୬ ବ୍ୟାଚ୍‌ର ଓଡ଼ିଶା କ୍ୟାଡର୍‌ର ଆଇଏଏସ୍ ଅଫିସର୍ ଥିଲେ। ଜଣେ ଆଇଏଏସ୍ ଅଫିସର ଭାବେ ସେ ଓଡ଼ିଶା ସରକାରଙ୍କ ଅନେକ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ଦକ୍ଷତାର ସହ ସମ୍ପାଦନ କରିଥିଲେ।

The post ଅବସରପ୍ରାପ୍ତ ଆଇଏଏସ୍ ପ୍ରିୟବ୍ରତ ପଟ୍ଟନାୟକଙ୍କ ପରଲୋକ appeared first on Odisha Reporter.



from Odisha Reporter https://ift.tt/30ufEJb

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages