୨୨ ଜିଲ୍ଲାରୁ ୫୪୩ ପଜିଟିଭ ଚିହ୍ନଟ, ୧୪ ହଜାର ପାର୍‌ କଲା ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, July 13, 2020

୨୨ ଜିଲ୍ଲାରୁ ୫୪୩ ପଜିଟିଭ ଚିହ୍ନଟ, ୧୪ ହଜାର ପାର୍‌ କଲା ସଂଖ୍ୟା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୨ ଜିଲ୍ଲାରୁ ନୂଆ ୫୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୫୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୮୯ ଜଣ ଲୋକାଲ୍‌ କେସ୍। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୮୮ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୪,୨୮୦ରେ ପହଞ୍ଚିଥିବା ବେଳେ ୯୨୫୫ ଜଣ ସୁସ୍ଥ ହୋଇ ସାରିଲେଣି। ୪୯୨୯ ଜଣ ଚିକିତ୍ସାଧଇନ ଅଛନ୍ତି।

The post ୨୨ ଜିଲ୍ଲାରୁ ୫୪୩ ପଜିଟିଭ ଚିହ୍ନଟ, ୧୪ ହଜାର ପାର୍‌ କଲା ସଂଖ୍ୟା appeared first on Odisha Reporter.



from Odisha Reporter https://ift.tt/30aty2S

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages