BSF କ୍ୟାମ୍ପରେ ପଶିଲା କରୋନା; ୨ ଯବାନ ପଜିଟିଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, July 11, 2020

BSF କ୍ୟାମ୍ପରେ ପଶିଲା କରୋନା; ୨ ଯବାନ ପଜିଟିଭ

ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲା ଜଟଣୀ BSF କ୍ୟାମ୍ପରେ ପଶିଲା କରୋନା । ଜଟଣୀ BSF କ୍ୟାମ୍ପର ୨ ଯବାନ କରୋନା ସଂକ୍ରମିତ ହୋଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ ସୀତାଂଶୁ ରାଉତ ।

କ୍ୟାମ୍ପରୁ ୨୪୫ ଜଣଙ୍କ ସ୍ୱାବ୍ ଟେଷ୍ଟ ହୋଇଥିବା ବେଳେ ୨  ଯବାନ କରୋନା ସଂକ୍ରମିତ ହୋଇଥିବା ଜଣାଯାଇଛି। ସଂକ୍ରମିତ ଦୁଇ ଯବାନ କ୍ୱାରେଣ୍ଟିନରେ ଥିଲେ । ସ୍ୱାବ ରିପୋର୍ଟ ପଜିଟିଭ ଆସିବା ପରେ ସେମାନଙ୍କୁ କୋଭିଡ ହସ୍ପିଟାଲକୁ ପଠାଇ ଦିଆଯାଇଛି।  ତେଣୁ କ୍ୟାମ୍ପ ସାନିଟାଇଜ ହେବା ଦରକାର ନାହିଁ ବୋଲି କୁହାଯାଇଛି । କିନ୍ତୁ ସଂକ୍ରମିତ ୨ ଯବାନ ରହୁଥିବା ରୁମ୍‌ର ଅନ୍ୟମାନଙ୍କର ୫ ଦିନ ପରେ ପୁଣି ଥରେ ସ୍ୱାବ ଟେଷ୍ଟ ହେବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି।

The post BSF କ୍ୟାମ୍ପରେ ପଶିଲା କରୋନା; ୨ ଯବାନ ପଜିଟିଭ appeared first on Odisha Reporter.



from Odisha Reporter https://ift.tt/2BTQ0Wh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages