DSPଙ୍କ ପରିବାରର ୪ ଜଣଙ୍କୁ କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, July 2, 2020

DSPଙ୍କ ପରିବାରର ୪ ଜଣଙ୍କୁ କରୋନା

କଟକ(ଓଡ଼ିଶା ରିପୋର୍ଟର): କଟକ ଗ୍ରାମାଞ୍ଚଳ ଜିଲ୍ଲାର ଜଣେ ପୁଲିସ୍‌ DSP କରୋନରେ ଆକ୍ରାନ୍ତ ହେବା ପରେ ତାଙ୍କ ପରିବାରର  ଆଉ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଆଠଗଡ଼ ଉପଖଣ୍ଡ ଅଞ୍ଚଳରୁ ଆଉ ୧୭ ପଜିଟିଭ ଚିହ୍ନଟ ହୋଇଥିବା ବେଳେ DSPଙ୍କ ପରିବାର ୪ ସଦସ୍ୟଙ୍କ ସମେତ ଜଣେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ଏହି ମହାମାରୀରେ ଆକ୍ରାନ୍ତ ହୋଇଥିବା ଜଣାଯାଇଛି।

କଣ୍ଟାକ୍ଟ ଟ୍ରେସିଂ ପରେ ୧୨୫ ଜଣଙ୍କ ସ୍ୱାବ୍ ପରୀକ୍ଷା ପାଇଁ ଯାଇଥିଲା। ସଂଗୃହିତ ୧୨୫ ସାମ୍ପଲରୁ ୧୭ଟି ପଜିଟିଭ ମିଳିଥିବା ସୂଚନା ମିଳିଛି।

The post DSPଙ୍କ ପରିବାରର ୪ ଜଣଙ୍କୁ କରୋନା appeared first on Odisha Reporter.



from Odisha Reporter https://ift.tt/2ZvezAh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages