୧୭ରୁ ଫୁଲବାଣୀ ପୌରପାଳିକା, ବାଲିଗୁଡ଼ା NAC ଶଟଡାଉନ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, July 14, 2020

୧୭ରୁ ଫୁଲବାଣୀ ପୌରପାଳିକା, ବାଲିଗୁଡ଼ା NAC ଶଟଡାଉନ୍‌

ଫୁଲବାଣୀ(ତ୍ରିନାଥ ସାହୁ): ଫୁଲବାଣୀ ପୌରପାଳିକା ଏବଂ ବାଲିଗୁଡ଼ା NACକୁ ୪ ଦିନିଆ ଶଟଡାଉନ୍‌ ଘୋଷଣା କଲେ କନ୍ଧମାଳ ଜିଲ୍ଲାପାଳ । ଜିଲ୍ଲାରେ କରୋନା ସଂକ୍ରମଣକୁ ରୋକିବା ପାଇଁ ଜିଲ୍ଲାର ଦୁଇ ସହର ଫୁଲବାଣୀ ପୌରପାଳିକା ଏବଂ ବାଲିଗୁଡ଼ା NACକୁ ଶଟଡାଉନ୍‌ ଘୋଷଣା କରିଛନ୍ତି ।

ଆସନ୍ତା ୧୭ ତାରିଖ ସନ୍ଧ୍ୟା ୭ଟାରୁ ୨୨ ତାରିଖ ସକାଳ ୬ଟା ପର୍ଯ୍ୟନ୍ତ ୪ ଦିନିଆ ଶଟଡାଉନ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ । ଏହି ସମୟରେ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ଟିମ୍‌ ସହରର ବିଭିନ୍ନ ଓ୍ୱାର୍ଡରେ ଘରକୁ ଘର ବୁଲି ସମସ୍ତଙ୍କ ସ୍ୱାସ୍ଥ୍ୟ ଯାଞ୍ଚ କରିବେ ।

ଅପରପକ୍ଷେ ଫୁଲବାଣୀ ଷ୍ଟେଟ୍ ବ୍ୟାଙ୍କ ଅଫ ଇଣ୍ଡିଆର ରିଜିଓନାଲ ବିଜନେସ୍‌ ଅଫିସ୍‌ର ଜଣେ କର୍ମଚାରୀ କରୋନା ସଂକ୍ରମିତ ବାହାରିଥିବାରୁ ଏହି କାର୍ଯ୍ୟାଳୟ ଓ ବ୍ୟାଙ୍କ ଶାଖାରେ ୭ ଦିନିଆ ସେବା ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

The post ୧୭ରୁ ଫୁଲବାଣୀ ପୌରପାଳିକା, ବାଲିଗୁଡ଼ା NAC ଶଟଡାଉନ୍‌ appeared first on Odisha Reporter.



from Odisha Reporter https://ift.tt/3gV4nIo

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages