ବନ୍ଦ ହେଲା OPD , OT - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, July 7, 2020

ବନ୍ଦ ହେଲା OPD , OT

ମାଲକାନାଗିରି(ଜିତେନ୍ଦ୍ର ବେଉରା):  କରୋନା ଆକ୍ରାନ୍ତ ଚିହ୍ନଟ ହେବାରୁ ଆଦିବାସୀ ଅଧ୍ୟୁଷିତ ମାଲକାନାଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ OPD ଓ OTକୁ ବନ୍ଦ  କରି ଦିଆଯାଇଛି। ସଂକ୍ରମଣ ବ୍ୟାପିବା ଆଶଙ୍କାରେ ଏପରି ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ । କେବଳ ଗୁରୁତର ରୋଗୀଙ୍କୁ ହସ୍ପିଟାଲ୍ ଆସିବାକୁ ଅନୁମତି ମିଳିଛି।

ମାଲକାନଗିରିରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୨  ଛୁଇଁଥିବା ବେଳେ ୬୦ ଜଣ ସୁସ୍ଥ ହୋଇ ସାରିଲେଣି। ଏହାବ୍ୟତୀତ ୫୨ ଜଣ ଏବେ ଚିକିତ୍ସିତ ହେଉଛନ୍ତି।

The post ବନ୍ଦ ହେଲା OPD , OT appeared first on Odisha Reporter.



from Odisha Reporter https://ift.tt/3gzHXwi

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages