ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ ସିବିଆଇ ତଦନ୍ତ ଦାବି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 13, 2020

ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ ସିବିଆଇ ତଦନ୍ତ ଦାବି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ ସିବିଆଇ ତଦନ୍ତ ଦାବି କରିଛନ୍ତି ତାଙ୍କର କିଛି ବନ୍ଧୁ।

ଆଦିତ୍ୟଙ୍କ ବନ୍ଧୁମାନଙ୍କ କହିବା ଅନୁସାରେ, କ୍ରାଇମବ୍ରାଞ୍ଚ ତଦନ୍ତରେ ସେମାନଙ୍କର ଭରସା ନାହିଁ। ଜିଆରପି ଭଳି କ୍ରାଇମବ୍ରାଞ୍ଚ ତଦନ୍ତ ବି ମନ୍ଥର ରହିଛି। ଆଦିତ୍ୟଙ୍କ ପତ୍ନୀଙ୍କୁ ସୁହାଇଲା ଭଳି ତଦନ୍ତ କରାଯାଉଅଛି।

ସେମାନେ ଆହୁରି କହିଛନ୍ତି, ଆଦିତ୍ୟଙ୍କୁ ହତ୍ୟା କରାଯାଇଛି। ଏହି ଘଟଣାରେ ସତ୍ୟ ସାମ୍ନାକୁ ଆସୁ। ଏହି ମାମଲାର ତଦନ୍ତ ଭାର ସିବିଆଇକୁ ଦିଆଯାଉ।

ସୂଚନାଯୋଗ୍ୟ, ସାମାଜିକ କର୍ମୀ ତଥା ମୋଟିଭେସନାଲ ସ୍ପିକର ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ମୃତଦେହ ସ୍ଥାନୀୟ ଲିଙ୍ଗରାଜ ରେଳଲାଇନରୁ ଉଦ୍ଧାର କରାଯାଇଥିଲା।

 

The post ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ ସିବିଆଇ ତଦନ୍ତ ଦାବି appeared first on Odisha Reporter.



from Odisha Reporter https://ift.tt/3gWjgLg

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages