ମନ୍ତ୍ରୀ ସୁଶାନ୍ତ ସିଂହଙ୍କୁ କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 17, 2020

ମନ୍ତ୍ରୀ ସୁଶାନ୍ତ ସିଂହଙ୍କୁ କରୋନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି।

ସେ କହିଛନ୍ତି,  ମୋ ରିପୋର୍ଟ ପଜିଟିଭ ବାହାରିଛି। ନିକଟରେ ଯେଉଁମାନେ ମୋ ସଂପର୍କରେ ଆସିଥିଲେ ଟେଷ୍ଟ କରାନ୍ତୁ। ଆଇସୋଲେସନରେ ରହି ଟେଷ୍ଟ କରାଇ ନିଅନ୍ତୁ।

The post ମନ୍ତ୍ରୀ ସୁଶାନ୍ତ ସିଂହଙ୍କୁ କରୋନା appeared first on Odisha Reporter.



from Odisha Reporter https://ift.tt/2Fw97ae

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages