୩୧ ଅଗଷ୍ଟ, ସୋମବାର: ଅଧିକ ପରିଶ୍ରମ କରିବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 30, 2020

୩୧ ଅଗଷ୍ଟ, ସୋମବାର: ଅଧିକ ପରିଶ୍ରମ କରିବେ

ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ମାନ-ସମ୍ମାନ ମିଳିବ। ମାଆଙ୍କର ଆଶୀର୍ବାଦ ନିଅନ୍ତୁ।

ବୃଷ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। କୁକୁରକୁ ଖାଇବାକୁ ଦିଅନ୍ତୁ।

ମିଥୁନ: ଆର୍ଥିକ ସ୍ଥିତି ଭଲ ରହିବ। ପିଲାମାନେ ମନ ଦେଇ ପାଠ ପଢ଼ିବେ। ପରିବାର ମଧ୍ୟରେ ଦ୍ୱନ୍ଦ୍ୱ ଦେଖାଦେଇପାରେ।

କର୍କଟ: ଜଳାଶୟ ଠାରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଅପରାହ୍ଣ ପରେ ଅସୁସ୍ଥ ଅନୁଭବ କରିବେ।

ସିଂହ: ଖର୍ଚ୍ଚ ବଢ଼ିବ। ଶରୀରରେ ଆଘାତ ଲାଗିପାରେ। ଜଗି ରଖି ଚଳନ୍ତୁ।

କନ୍ୟା: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି।

ତୁଳା:  କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଅଧିକ ପରିଶ୍ରମ କରିବେ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

ବିଛା: ପାଖ ପଡୋଶୀମାନଙ୍କ ସହ ସମ୍ପର୍କ ବୃଦ୍ଧି ପାଇବ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଅଳସୁଆ ଅନୁଭବ କରିବେ।

ଧନୁ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। କାଉକୁ ଖାଇବାକୁ ଦିଅନ୍ତୁ।

ମକର: ଖୋଜୁଥିବା ଲୋକକୁ ପାଖରେ ପାଇ ଖୁସି ଅନୁଭବ କରିବେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ମାଆ ଲକ୍ଷ୍ମୀଙ୍କୁ ପୂଜା କରନ୍ତୁ।

କୁମ୍ଭ: ମନ ବଚଳିତ ରହିବ। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

ମୀନ: ସମସ୍ତ କ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହେବ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ମାଆବାପା ଓ ଗୁରୁଙ୍କୁ ପ୍ରଣାମ କରନ୍ତୁ।

 

The post ୩୧ ଅଗଷ୍ଟ, ସୋମବାର: ଅଧିକ ପରିଶ୍ରମ କରିବେ appeared first on Odisha Reporter.



from Odisha Reporter https://ift.tt/2DiFDvO

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages